ଅଷ୍ଟ୍ରେଲିଆ ଗସ୍ତ କରିବ ଭାରତୀୟ ହକି ଦଳ, ସ୍ଥାନ ପାଇଲେ ଓଡ଼ିଶାରୁ ୩ ଖେଳାଳି
ହକି ଇଣ୍ଡିଆ ଆଗାମୀ ଅଷ୍ଟ୍ରେଲିଆ ଗସ୍ତ ଲାଗି ସୋମବାର ୨୪ ଜଣିଆ ଦଳ ଘୋଷଣା କରିଛି । ଏହି ଦଳରେ ଓଡ଼ିଶାରୁ ୩ ଜଣ ସାମିଲ ଅଛନ୍ତି । ଅମିତ ରୋହିତଦାସ, ନୀଲମ ସଂଜୀପ ଖେସ୍ ଓ ଶିଳାନନ୍ଦ ଲାକ୍ରା ଭାରତୀୟ ଦଳରେ ସ୍ଥାନ ପାଇଛନ୍ତି ।Indian hockey team to tour Australia, 3 players from Odisha get place
Source link