ସଂଶୋଧନ କଲା ବିସିସିଆଇ, ବାରବାଟୀରେ ହେବ ପୁଣି ଅନ୍ତର୍ଜାତୀୟ ମ୍ୟାଚ୍
ବାରବାଟୀକୁ ପୁଣି ଫେରିଛି ଟି-୨୦। ଆସନ୍ତା ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ। ଏ ନେଇ ବିସିସିଆଇ ପୂର୍ବରୁ ଓସିଏ ସୂଚନା ଦେଇ ସାରିଥିବା ବେଳେ ଆଜି ବିଧିବଦ୍ଧ ଭାବେ ଖେଳସୂଚୀ ପ୍ରକାଶ କରିଛି।BCCI makes corrections, international matches will be held again at Barabati
Source link