IPL 2025: ଟସ୍ ଜିତିଲା ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ , ମୁମ୍ବାଇ ଇଣ୍ଡିଆନ୍ସର ବ୍ୟାଟିଂ



IPL 2025: Lucknow Super Giants won the toss, Mumbai Indians first battingIPL 2025ର 45ତମ ମ୍ୟାଚ୍ ଆଜି ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (MI vs LSG) ମଧ୍ୟରେ 27 ଏପ୍ରିଲରେ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍ ଅପରାହ୍ନ ୩:୩୦ ରେ ଆରମ୍ଭ ହେବ। ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।



Source link

Leave a Reply

Translate »